୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତ ସମୟରେ ସେ ଶନିବାର ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ଆୟୋଜିତ ହେବାକୁ ଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଥିରେ ସେ କେନ୍ଦ୍ର ସରକାରଙ୍କ ନିକଟରେ ପଡ଼ି ରହିଥିବା ରାଜ୍ୟର ବିଭିନ୍ନ ବିଲ୍‌ ଏବଂ ପ୍ରକଳ୍ପ କାର୍ଯ୍ୟ ଓ କେନ୍ଦ୍ରୀୟ ଅନୁଦାନ ଆଦି ପ୍ରସଙ୍ଗର ସମୀକ୍ଷା କରିବେ। ଏହାବ୍ୟତିତ ସେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ସୋମବାର ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଶୁକ୍ରବାର ନୂଆଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଆୟୋଜିତ ମନ୍ତ୍ରିପରିଷଦ ବୈଠକରେ ଯୋଗ ଦେଇଥିଲେ। ଏଥିରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟକୁ ଅନୁମୋଦନ କରାଯାଇଥିଲା। ଏହାପରେ କେନ୍ଦ୍ର କୋଇଲାମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ କୋଇଲା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri