୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ ଏରିଆ କମାଣ୍ଡର ସଦସ୍ୟ ଗୁଡୁ ଓରଫ ସୁରେଶ ଓରଫ ବାସୁଦେବ। ତାଙ୍କ ଘର ଦୋରାଗୁଡା ଗ୍ରାମରେ। ସେହିପରି ବିଜାପୁର ଜିଲା ମିରତୁର ଥାନା ବେଚାପାଲ ଗ୍ରାମର ଦିଲୀପ ପୁନେମ, ଏହି ଥାନା ଅନ୍ତର୍ଗତ ପାଲେବାୟା ଗ୍ରାମର ଲଛମନ କୁଟାମି, ଓ ଦାନ୍ତଓ୍ବୋଡା ଜିଲା କୁମୁରିଗୁଣ୍ଡା ଥାନା ଅନ୍ତର୍ଗତ ବାସୁରି ଗ୍ରାମର ସୁନାରାମ ା ଏହି ମାଓବାଦୀଙ୍କ ନାମରେ ଓଡିଶା ସରକାରଙ୍କ ପକ୍ଷରୁ ୮ ଲକ୍ଷ ଓ ଛତିଶଗଡ଼ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କା ମୋଟ ୧ ୩ ଲକ୍ଷ ଟଙ୍କା ପୁରଷ୍କାର ଘୋଷିତ ଏହି ୪ଜଣ ଦାନ୍ତଓ୍ବୋଡା ଏସପି ଅଭିଷେକ ପଲ୍ଲବଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ମାଓବାଦୀଙ୍କ ପୂର୍ବ ଆଦର୍ଶ ନ ଥିବାରୁ ସେମାନେ ସଙ୍ଗଠନ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାପାଇଁ ଆତ୍ମସମର୍ପଣ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri