୪ ଯାଏ ବଡ଼ ବର୍ଷା ନାହିଁ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟରୁ ଲଘୁଚାପ ଅପସରି ଯାଇଛି। ଆସନ୍ତା ନଭେମ୍ବର ୪ ତାରିଖ ଯାଏ କୌଣସି ବଡ଼ ବର୍ଷାର ସମ୍ଭାବନା ନାହିଁ । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୮ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ ଏବଂ ନବରଙ୍ଗପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇଛି। ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପୁରୀରେ ସର୍ବାଧିକ ୫୪.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱର ୧୪.୨, ଚାନ୍ଦବାଲି ୫.୨, ପାରାଦୀପ ୧୦.୩, ଭୁବନେଶ୍ୱର ୫, ଗୋପାଳପୁର ୩, ବାରିପଦା ୫, କେନ୍ଦୁଝର ୧୧.୪, କୋରାପୁଟ ୨, ଟିଟିଲାଗଡ଼୨ ଏବଂ ଦାରିଙ୍ଗବାଡ଼ିରେ ୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri