୪ ସନ୍ତାନ ଜନ୍ମ ଦେଲେ ମହିଳା

ସୁବର୍ଣ୍ଣପୁର,୮।୧୦(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ଝିଙ୍କି ଗାଁର ଜଣେ ମହିଳା ମଙ୍ଗଳବାର ୪ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ତେବେ ନବଜାତ ୪ ଶିଶୁଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପୂର୍ଣ୍ଣବିକଶିତ ହୋଇ ନ ଥିବାରୁ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଅସୁସ୍ଥ ଅଛନ୍ତି।
ସୂଚନାଯୋଗ୍ୟ, ମହିଳାଜଣକ ଘରେ ୨ ଶିଶୁଙ୍କୁ ଜନ୍ମ ଦେବାପରେ ପୁନର୍ବାର ଯନ୍ତ୍ରଣା ହେବାରୁ ତାଙ୍କୁ ସୁବର୍ଣ୍ଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପୁଣି ସେ ୨ ଶିଶୁଙ୍କୁ ଜନ୍ମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri