Posted inଖେଳ

୪ ସପ୍ତାହରେ ଫିଟ୍‌ ହେବେ ନେମାର

ପ୍ୟାରିସ୍‌,୯ା୬(ଏଏଫ୍‌ପି): ବ୍ରାଜିଲ ଷ୍ଟାର ଖେଳାଳି ଜୁନିୟର ନେମାର ଆସନ୍ତା ୪ ସପ୍ତାହ ମଧ୍ୟରେ ଗୋଇଠି ସମସ୍ୟାରୁ ମୁକ୍ତ ହେବେ ବୋଲି ଆଶା କରାଯାଉଛି। ତାଙ୍କ ସମସ୍ୟାରେ ଅସ୍ତ୍ରୋପଚାରର ଆବଶ୍ୟକତା ନାହିଁ ବୋଲି ପ୍ୟାରିସ୍‌ ସେଣ୍ଟ ଜର୍ମେନ (ପିଏସ୍‌ଜି) ଦଳର ଡକ୍ଟର କହିଛନ୍ତି। କୋପା ଆମେରିକା ମ୍ୟାଚ୍‌ ପୂର୍ବରୁ କାତାର ସହ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନେମାର ଆହତ ହୋଇଥିଲେ। ଏଣୁ ସେ କୋପା ଆମେରିକା ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିଛନ୍ତି। ନେମାର ଆଗାମୀ ସିଜନ ବେଳକୁ ଫିଟ୍‌ ହୋଇଯିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri