୪-୬ ମାସ ମଧ୍ୟରେ ମିଳିପାରେ ଖୁସି ଖବର: କରୋନା ପ୍ରତିଷେଧକ ଟୀକାର ପ୍ରୟୋଗ ପ୍ରାଣୀଙ୍କଠାରେ ଆରମ୍ଭ !

ନୂଆଦିଲ୍ଲୀ,୮।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ପ୍ରତିଷେଧକ ଟୀକା ପ୍ରସ୍ତୁତି ଉପରେ ଭାରତରେ ଉଦ୍ୟମ ଜାରି ରହିଛି। ଜାୟଡସ୍‌ କୈଡିଲା ଔଷଧ କମ୍ପାନୀ ପକ୍ଷରୁ କରୋନା ପ୍ରତିଷେଧକ ଟୀକାର ପ୍ରୟୋଗ ପ୍ରାଣୀଙ୍କଠାରେ ଆରମ୍ଭ ହୋଇଛି। ଆସନ୍ତା ୪-୬ ମାସ ମଧ୍ୟରେ ଖୁସି ଖବର ମିଳିବାର ଆଶା ରହିଥିବା କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଶର୍ବିଲ୍‌ ପଟେଲ ସୂଚନା ଦେଇଛନ୍ତି। ମାର୍ଚ୍ଚ ମାସଠାରୁ କରୋନା ପ୍ରତିଷେଧକ ଟୀକା ନେଇ କାର୍ଯ୍ୟ ଜାରି ରହିଥିବା ସେ କହିଛନ୍ତି। ପ୍ରାଣୀମାନଙ୍କ ଉପରେ କରାଯାଉଥିବା ପରୀକ୍ଷାରେ ସଫଳତା ମିଳିଲେ ଏହାକୁ ମଣିଷଙ୍କ ଉପରେ ପ୍ରୟୋଗ କରାଯିବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ୨୦୧୦ରେ ଜାୟଡସ୍‌ କୈଡିଲା ଔଷଧ କମ୍ପାନୀ ପକ୍ଷରୁ ସ୍ବାଇନ୍‌ ଫ୍ଲୁର ପ୍ରତିଷେଧକ ଟୀକା ପ୍ରଥମେ ପ୍ରସ୍ତୁତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?