୪.୯% ରହିପାରେ ଭାରତର ବିକାଶ ହାର: ମୁଡିସ୍‌

ମୁମ୍ବାଇ,୫-୨: ଭାରତୀୟ ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ଢାଞ୍ଚାଗତ ଏବଂ ଚକ୍ରୀୟ ଚ୍ୟାଲେଞ୍ଜ ଦେଇ ଗତି କରୁଛି। ଏଭଳି ସମୟରେ ନିକଟରେ ଉପସ୍ଥାପନ ହୋଇଥିବା ଦେଶର ସାଧାରଣ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୦-୨୧ରେ ଦେଶର ଜିଡ଼ିପି ଅଭିବୃଦ୍ଧିକୁ ନେଇ କରିଥିବା ପୂର୍ବାନୁମାନ ଉଚ୍ଚାଭିଳାସୀ ଲାଗୁଛି ବୋଲି ମୁଡିସ ଇନଭେଷ୍ଟର୍ସ ସର୍ଭିସ ପକ୍ଷରୁ ମଙ୍ଗଳବାର କୁହାଯାଇଛି। ୨୦୨୦-୨୧ରେ ଦେଶର ନୋମିନାଲ ଜିଡିପି ୧୦% ରହିବ ବୋଲି କୁହାଯାଇଛି। ୨୦୨୧-୨୨ରେ ଏହା ୧୨.୬% ଏବଂ ୨୦୨୨-୨୩ରେ ୧୨.୮% ରହିବା ନେଇ ପୂର୍ବାନୁମାନ କରାଯାଇଛି। କିନ୍ତୁ ଭାରତର ଜିଡିପି ଅଭିବୃଦ୍ଧି ୨୦୧୯-୨୦ରେ ୪.୯% ଏବଂ ୨୦୨୦-୨୧ରେ ୫.୫% ରହିବ ବୋଲି ମୁଡିସ ଆକଳନରେ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri