Posted inଜାତୀୟ

୫ବର୍ଷରେ ୨୦ ହଜାର ଶ୍ରେଣୀଗୃହ ନିର୍ମାଣ କରିଛି ଏଏପି ସରକାର: କେଜରିଓ୍ବାଲ

ନୂଆଦିଲ୍ଲୀ,୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଲାଗି ପଡିଛନ୍ତି ସବୁ ରାଜନୈତୀକ ଦଳ। ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି ତାଙ୍କ ସରକାର ଶାସନର ୫ ବର୍ଷ ମଧ୍ୟରେ ଦିଲ୍ଲୀର ସରକାରୀ ସ୍କୁଲରେ ୨୦ ହଜାର ଶ୍ରେଣୀଗୃହ ନିର୍ମାଣ କରାଯାଇଛି। ଏବେ ଭୋଟର ସ୍ଥିର କରନ୍ତୁ ତାଙ୍କୁ କେଉଁ ସରକାର ଆବଶ୍ୟକ। ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି କେଜରିଓ୍ବାଲ କହିଛନ୍ତି, କେନ୍ଦ୍ରରେ ଭାଜପା ୯ବର୍ଷ ଶାସନ କାଳ ମଧ୍ୟରେ ଦିଲ୍ଲୀରେ ୧୦୯ ଏମ୍‌ସିଡି ସ୍କୁଲ ବନ୍ଦ ହୋଇଛି ହେଲେ ଏଏପି ୨୦ ହଜାର ଶ୍ରେଶୀଗୃହ ନିର୍ମାଣ କରିଛି। ଯାହା ୫ଶହ ନୂଆ ସ୍କୁଲ ଖୋଲିବା ସହ ସମାନ। ସେ ଆହୁରି ମଧ୍ୟ କହିଛନ୍ତି ଏମ୍‌ସିଡି ସ୍କୁଲରେ ୫ ଶ୍ରେଣୀ ପାସ୍‌ କରିଥିବା ପିଲା ସାଧାରଣ ହିନ୍ଦୀ ପଢିପାରୁ ନ ଥିବା ବେଳେ ସରକାରୀ ସ୍କୁଲର ପିଲାଙ୍କ ଜ୍ଞାନ ଯଥେଷ୍ଟ ଭଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri