୫ମାସ ହେଲା ମିଳିନି ଚାଉଳ

କେନ୍ଦୁଝର, ୨୧।୪( ସ୍ବ.ପ୍ର.)-ଘଷିପୁରା ବ୍ଲକ ବଳରାମପୁର ପଞ୍ଚାୟତ ଅତାସହି ଗ୍ରାମର ମନ୍ମଥ ସାହୁଙ୍କ ସ୍ତ୍ରୀ ପ୍ରମିଳା ସାହୁଙ୍କ ନାମରେ ରାଶନ କାର୍ଡ (ନମ୍ବର- ୧୮୦୪୦୨୧୨୪୩୨) ରହିଛି। କିନ୍ତୁ ୫ ମାସ ହେଲା ତାଙ୍କ ପରିବାରକୁ ରାଶନ (ଚାଉଳ) ମିଳୁ ନ ଥିବାରୁ ବହୁ ଅସୁବିଧାରେ ଚଳୁଛନ୍ତି। ଗରିବ ଲୋକ ହୋଇଥିବାରୁ ଭୟରେ ଦାବି କିମ୍ବା ଅଭିଯୋଗ କରିପାରୁନାହାନ୍ତି। ତାଙ୍କୁ ଉଦ୍ଦେଶ୍ୟ ମୂଳକ ଭାବରେ ଚାଉଳ ଦିଆଯାଉ ନ ଥିବା ଭାଜପା କୃଷକ ମୋର୍ଚ୍ଚାର ରାଷ୍ଟ୍ରୀୟ ଉପ ସଭାପତି ଅଭିଯୋଗ କରି ପଦକ୍ଷେପ ନେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri