୫ମ ସଂକ୍ରମିତଙ୍କ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨।୪(ବ୍ୟୁରୋ): ୫ମ କରୋନା ଆକ୍ରାନ୍ତ ପ୍ରଦୀପ୍ତ ଦଳବେହେରାଙ୍କ ଚିକିତ୍ସା ଏବଂ ଯାତାୟତ ବିବରଣୀ ରାଜ୍ୟ ସ୍ବାସ୍ଥ୍ୟବିଭାଗ ଗୁରୁବାର ପ୍ରକାଶ କରିଛି। ପ୍ରଦୀପ୍ତ କେବେ କେଉଁ ମେଡିକାଲକୁ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ଯାଇଥିଲେ, କେତେ ଦିନତଳେ ପରୀକ୍ଷା କରିଥିଲେ ତାହାର ବିବରଣୀ ପ୍ରଦାନ କରିଛି। ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ ପ୍ରଦୀପ୍ତ ପ୍ରଥମେ ମାର୍ଚ୍ଚ ୫ ତାରିଖରେ ଥଣ୍ଡା ଅନୁଭବ କରିବାରୁ ସୂର୍ଯ୍ୟନଗରସ୍ଥିତ ମହାଶକ୍ତି କ୍ଲିନିକ୍‌କୁ ଯାଇଥିଲେ। ପରେ ୧୨ତାରିଖରେ ଥଣ୍ଡା ସହ ଛାତିରେ କଫ ରହିବାରୁ ପୁର୍ନବାର ମହାଶକ୍ତି କ୍ଲିନିକକୁ ଯାଇଥିଲେ। ୨୭ ତାରିଖ ଅପରାହ୍ନରେ ନିଃଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଅନୁଭବ କରିବାରୁ ଆଇଏମ୍‌ଏସ୍‌ ସମ୍‌ ହସ୍ପିଟାଲର ଓପିଡିରେ ଦେଖାଇଥିଲେ। ୨୮ତାରିଖରେ ଏମ୍ସ ହସ୍ପିଟାଲ ଓପିଡିରେ ପରାମର୍ଶ କରି ଘରକୁ ଫେରିଥିଲେ। ଅଧିକ ଯନ୍ତ୍ରଣା ହେବାରୁ ୩୧ତାରିଖରେ ସେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହେବା ସହ ପରୀକ୍ଷା ପାଇଁ ନମୁନା ପ୍ରଦାନ କରିଥିଲେ। ଏପ୍ରିଲ୍‌ ୧ତାରିଖରେ ନମୁନା ରିପୋର୍ଟ ପଜିଟିଭ ଆସିଥିଲା ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri