୫ରେ ପଶ୍ଚିମ ଓଡ଼ିଶା ବନ୍ଦ: ସାମିଲ ହେବନି କଳାହାଣ୍ଡି ଓକିଲ ସଂଘ

ଭବାନୀପାଟଣା, ୩୧।୧ (ଡି.ଏନ୍‌.ଏ.): ଫେବୃୟାରୀ ୫ ତାରିଖରେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ପାଇଁ ଓକିଲ ସଂଘ ନିଷ୍ପତ୍ତି ନେଇଥିବା ବେଳେ ଏହି ବନ୍ଦରେ କଳାହାଣ୍ଡି ବାର୍‌ ଆସୋସିଏଶନ୍‌ ସାମିଲ ହେବ ନାହିଁ ବୋଲି ଜଣାପଡ଼ିଛି। ଶୁକ୍ରବାର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଥିବା ୧୭ଟି ବାର୍‌ ଆସୋସିଏଶନ୍‌ ଓ ସିଏସି କର୍ମକର୍ତ୍ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପ୍ରସ୍ତାବ ପ୍ରତିବାଦରେ ବଲାଙ୍ଗୀରଠାରେ ଏକ ବୈଠକ ହୋଇଥିଲା । ଜିଲା ସଭାପତି ଭବେନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବନ୍ଦ ଡାକରା ପାଇଁ ଓକିଲ ସଂଘ ନିଷ୍ପତ୍ତି ନେଇଥିଲା। ତେବେ ୧୭ଟି ବାର୍‌ ଆସୋସିଏଶନ କାର୍ଯ୍ୟାନୁଷ୍ଠାନ ତାଲିକାରେ କଳାହାଣ୍ଡି ବାର୍‌ ଆସୋସିଏଶନ୍‌ର ନାମ ନଥିଲା, ଏନେଇ କଳାହାଣ୍ଡି ବାର୍‌ ଆସୋସିଏଶନ ପଶ୍ଚିମ ଓଡ଼ିଶା ଓକିଲମାନଙ୍କ ବନ୍ଦ ଡାକରାରେ ସାମିଲ ହେବ ନାହିଁ । କଳାହାଣ୍ଡି ବାର୍‌ ଆସୋସିଏଶନ୍‌ କୋର୍ଟ କାର୍ଯ୍ୟ ବନ୍ଦ ନ କରିବାକୁ ଆଫିଡାଭିିଟ୍‌ ମାଧ୍ୟମରେ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଲାଞ୍ଜିଗଡ଼ରେ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ

ଲାଞ୍ଜିଗଡ,୫।୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୋଷ୍ଠୀ ଶିକ୍ଷା ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ତଥା ଖଡ଼ିଛୁଆଁ ଶନିବାର ଅନୁଷ୍ଠିତ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri