୫ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ୩ ଗିରଫ

ଜଳେଶ୍ୱର,୨୭।୧((ଡି.ଏନ.ଏ./ସ୍ବ.ପ୍ର)-ଆନ୍ତଃରାଜ୍ୟ ବ୍ରାଉନ୍‌ସୁଗାର କାରବାରର ପେଣ୍ଠସ୍ଥଳି ପାଲଟିଛି ଜଳେଶ୍ୱର। ଏହି ଅଞ୍ଚଳରେ ବିଭିନ୍ନ ସମୟରେ ଏସ୍‌ଟିଏଫ, ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ରବିବାର ଭୋର ସମୟରେ ଜଳେଶ୍ୱର ଆଇଆଇସି ଧନେଶ୍ୱର ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ସେକ୍‌ସରାଇ ନିକଟରେ ଚଢ଼ାଉ କରି ମାରୁତି କାର୍‌ (ନଂ.ଓଡ଼ି୦୧ଏସି-୬୧୪୫)ରେ ଥିବା ୩୦ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛନ୍ତି। ଏହାର ଆନୁମାନିକ ମୂଲ୍ୟ ୫ଲକ୍ଷ ଟଙ୍କା ହେବ ବୋଲି ଆଇଆଇସି କହିଛନ୍ତି।
ଏହି କାରବାରର ମୁଖ୍ୟ ରାଜପୁର ଗାଁର କେଫାଜୁଦ୍ଦିନ ଫେରାର ହୋଇ ଯାଇଥିବା ବେଳେ ଶେଖବାର୍ଡ଼ ଗାଁର ଡ୍ରାଇଭର ସେକ୍‌ ଜମିର (୩୬) ଓ ରାମଚନ୍ଦ୍ର ବେହେରା(୪୦) ଓ ପୁରୀ ଜିଲାର ଡେଲାଙ୍ଗ ଥାନା ଗୋବିନ୍ଦପୁର ଗାଁର ଦୁର୍ଯ୍ୟୋଧନ ନାୟକ (୩୫)ଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?