୫୦ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନକୁ ବାଦ୍‌ ଦେଇ ସୋମବାର ସୁଦ୍ଧା ୪୦୨ ଜଣଙ୍କ ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ପଠାଯାଇଛି। ତନ୍ମଧ୍ୟରେ ଖୋର୍ଦ୍ଧାରୁ ୨୦, ଟାଙ୍ଗିରୁ ୫, ବୋଲଗଡରୁ ୬, ବାଳକାଟୀରୁ ୪, ବାଣପୁରରୁ ୧୫ ସ୍ବାବ୍‌ ନମୁନା ରହିଛି। ରବିବାର ୪୩ ନମୁନା ପଠାଯାଇଥିଲା।