Categories: ଜାତୀୟ

୫୨୭ ଲୋକ ସଭା ଆସନ ଭୋଟ ଗଣତି: ୨୮୬ରେ ଭାଜପା ଏବଂ ୧୨୫ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ସକାଳ ସାଢ଼େ ୯ଟା ସୁଦ୍ଧା ୫୨୫ ଆସନର ଗଣତି ଜାରି ରହିଛି। ସେଥିମଧ୍ୟରୁ ୨୮୬ ଆସନରେ ଭାଜପା ଏବଂ ୧୨୫ ଆସନରେ କଂଗ୍ରେସ ୍ରାଗୁଆ ରହିଛି। ସେହିପରି ଅନ୍ୟ ଦଳ ୧୧୬ଟି ଲୋକ ସଭା ଆସନରେ ଆଗୁଆ ରହିଛନ୍ତି।

Share