୫୩ ନଂ. ଜାତୀୟ ରାଜପଥରେ ଗର୍ତ୍ତ

ସରଣ୍ଡା, ୨।୭(ଡି.ଏନ୍‌.ଏ.)- ବରଗଡ-ସମ୍ବଲପୁର ୫୩ନଂ ଜାତୀୟ ରାଜପଥର ସରଣ୍ଡା ମନ୍ଦିର ଛକ ରାସ୍ତାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଗର୍ତ୍ତ ସୃଷ୍ଟି ହୋଇଛି। ଏହା ୨ ଫୁଟ ଓସାର ଏବଂ ୫ରୁ ୬ଫୁଟ ଗଭୀର ହୋଇଥିବା ଯୋଗୁ ଅଘଟଣ ଘଟିବାର ସମ୍ଭାବନା ଦେଖାଯାଇଛି। ତେବେ ସ୍ଥାନୀୟ ଲୋକେ ତତ୍କାଳ ବୁଦ୍ଧି ଖଟାଇ ଉକ୍ତ ରାସ୍ତା ଦେଇ ଯାଉଥିବା ଯାନବାହନକୁ ଅଟକାଇଥିଲେ। ପରେ ପୋଲିସକୁ ଖବର ଦେବା ପରେ ଅପରାହ୍ନ ୪ଟାରେ ‘ଅଶୋକା’ର କର୍ମଚାରୀମାନେ ପହଞ୍ଚିି ଘଟଣାର ତର୍ଜମା କରି ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri