୫୩ ବର୍ଷରେ ବାପା ହେବାକୁ ଇଚ୍ଛା: ହେଲେ ସ୍ତ୍ରୀ ଚାହୁଁ ନାହାନ୍ତି ସଲମାନ୍‌

ଦବଙ୍ଗ ଷ୍ଟାର ସଲମାନ୍‌ ଖାନ୍‌ ସରୋଗେସୀ ମାଧ୍ୟମରେ ବାପା ହେବାକୁ ଚାହୁଁଛନ୍ତି। ଗତ କିଛି ଦିନ ହେବ ଏହି ଖବର ଖୁବ୍‌ ଚର୍ଚ୍ଚାରେ ରହିଛି। ୫୩ ବର୍ଷିୟ ସଲମାନ୍‌ ଆଜି ପର୍ଯ୍ୟନ୍ତ ଅବିବାହିତ। ସେ କେବେ ବିବାହ କରିବେ ସେଥିପାଇଁଁ ପ୍ରଶଂସକମାନେ ଚାହିଁ ବସିଛନ୍ତି। ନିକଟରେ ସଲମାନ୍‌ ତାଙ୍କର ଆଗାମୀ ସିନେମା ‘ଭାରତ’ର ପ୍ରମୋଶନ ଅବସରରେ ଏକ ଖୁଲାସା କରିଛନ୍ତି। ମୁଁ ପିଲା ଚାହୁଁଛି ମାତ୍ର ସ୍ତ୍ରୀ ନୁହେଁ। ପିଲାକୁ ତା’ର ମା’ ନିହାତି ଦରକାର। ହେଲେ ମୋ’ ପାଖରେ ପିଲାର ଦେଖାଶୁଣା ପାଇଁ ପୁରା ଗାଁ ରହିଛି ବୋଲି ସଲମାନ୍‌ କହିଛନ୍ତି। ପୂର୍ବରୁ ଏକ ସାକ୍ଷାତକାରରେ ସେ କହିଥିଲେ ଯେ, ମୁଁ ଭଲ ପୁଅ, ଭଲ ବାପା ମଧ୍ୟ ହୋଇପାରିବି। ମାତ୍ର ଭଲ ସ୍ବାମୀଟିଏ ହୋଇପାରିବି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri