Posted inଖେଳ

୫୫ ରନରେ ଜିତିଲା ଜିଟି

ଅହମଦାବାଦ,୨୫।୪ : ଆପିଏଲ ୨୦୨୩ର  ୩୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ବିପକ୍ଷରେ ଗୁଜରାଟ ଟାଇଟାନ୍ସ ୫୫ ରନରେ ବିଜୟ ହାସଲ କରିଛି।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏମଆଇ ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୫୨ ରନ କରିଥିଲା।

ଏମଆଇ ପକ୍ଷରୁ ଇଶାନ କିଶନ ୧୩ ରନ କରିଥିବାବେଳେ କ୍ୟାମେରୁନ ଗ୍ରୀନ ୩୩ ରନ, ସୂର୍ଯ୍ୟକୁମାର ଯାଦବ ୨୩, ନେହାଲ ୱେଧରା ୪୦, ପୀୟୂଷ ଚାୱଲା ୧୮, ଅର୍ଜୁନ ତେନ୍ଦୁଲକର ୧୩ ରନ କରିଥିଲେ।

ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ  ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା।

ସେହିପରି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଜିଟି ଟିମ ବ୍ୟାଟିଂ ଆରମ୍ଭ କରିଥିଲା। ଧାର୍ଯ୍ୟ ୨୦ ଓଭରରେ ଜିଟି  ୬ ଓ୍ବିକେଟ ହରାଇ ୨୦୭ ରନ କରିଥିଲା। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୨୦୮ ରନ ରହିଥିଲା।

ଜିଟି ପକ୍ଷରୁ ଶୁଭମନ ଗିଲ ୫୬ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୧୩ ରନ, ବିଜୟ ଶଙ୍କର ୧୯ , ଅଭିନବ ମନୋହର ୪୨, ଡେଭିଡ ମିଲର ୪୬, ରାହୁଲ ତଓ୍ବୋତିଆ ୨୦ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri