୫୭ନଂ ଆକ୍ରାନ୍ତ ବେବିଲୋନ୍‌ ଆପାର୍ଟମେଣ୍ଟର: ବୁଲିଛନ୍ତି ଗଣେଷ ମଣ୍ଡପ ନିକଟ ପରିବା ଦୋକାନ, ରିଲାଏନ୍ସ ଫ୍ରେସ୍‌, ରସୁଲଗଡ଼ ହାଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ପଜିଟିଭ୍‌ ମାମଲାଗୁଡ଼ିକ ଭୁବନେଶ୍ୱରର। ସୋମବାର ପରୀକ୍ଷା ହୋଇଥିବା ୫୬୪ଟି ନମୂନା ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ତେବେ ସମସ୍ତଙ୍କ ଗସ୍ତ ବିବରଣୀ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଏହାନୁଯାୟୀ, ୫୭ନଂ ଆକ୍ରାନ୍ତ ୫୦ବର୍ଷୀୟ ବ୍ୟକ୍ତି। ସେ ବୋମିଖାଲ ଅଞ୍ଚଳର ହୋଇଥିବା ବେଳେ ପୂର୍ବରୁ ଚିହ୍ନଟ ହୋଇଥିବା ୭, ୮, ୨୨, ୩୯ ନଂ ଆକ୍ରାନ୍ତଙ୍କ ପଡ଼ୋଶୀ। ଲକ୍‌ଡାଉନ୍‌ ସମୟରେ ଅର୍ଥାତ ମାର୍ଚ୍ଚ ୨୨ରୁ ଏପ୍ରିଲ ୧୩ ପର୍ଯ୍ୟନ୍ତ ସେ ନିଜର ଜୟଦୁର୍ଗା ନଗର ବେବିଲୋନ୍‌ ଆପାର୍ଟମେଣ୍ଟରେ ଥିବା ଘରେ ରହିଥିଲେ। ଏହି ସମୟରେ ଗଣେଷ ମଣ୍ଡପ ନିକଟରେ ଥିବା ପରିବା ଦୋକାନ, ଓଭରବ୍ରିଜ ନିକଟରେ ଥିବା ରିଲାଏନ୍ସ ଫ୍ରେସ୍‌, ବୋମିଖାଲ ଏବଂ ରସୁଲଗଡ଼ ହାଟ ଆସିଛନ୍ତି। ତାଙ୍କ ପାଖରେ କୌଣସି ଲକ୍ଷଣ ନ ଥିଲେ ହେଁ ସିଲ୍‌ ହୋଇଥିବା ଅଞ୍ଚଳରେ ଯାଉଥିବାରୁ ନମୂନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ଏପ୍ରିଲ ୧୪ରେ ଏହା ପଜିଟିଭ୍‌ ଆସିଛି। ଏହା ଜଣାପଡ଼ିବା ପରେ କିମ୍ସ କୋଭିଡ୍‌ ଡାକ୍ତରଖାନାକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri