Posted inଜାତୀୟ

୫ ଘଣ୍ଟା ଡାଉନ୍‌ ରହିବା ପରେ ଏୟାର ଇଣ୍ଡିଆ ସର୍ଭର ପୁଣି କାମକଲା: ଦେଶ-ବିଦେଶରେ ଶହଶହ ଯାତ୍ରୀ ହଇରାଣ

ନୂଆଦିଲ୍ଲୀ, ୨୭।୪: ଏୟାର ଇଣ୍ଡିଆର ସର୍ଭର ଶନିବାର ଭୋର୍‌ ସାଢ଼େ ୩ଟାଠାରୁ ଡାଉନ୍‌ ରହିଥିଲା। ଫଳରେ ଦେଶ ବିଦେଶର ଶହଶହ ଯାତ୍ରୀ ହଇରାଣ ହୋଇଥିଲେ। ତେବେ ଏହା ପୁଣିଥରେ ସ୍ବାଭାବିକ ଭାବେ କାମ କରିଛି। ଏନେଇ ଏୟାର ଇଣ୍ଡିଆ ଅଧ୍ୟକ୍ଷ ଅଶ୍ୱିନୀ ଲୋହାନି ସୂଚନା ଦେଇଛନ୍ତି। ଏସଆଇଟିଏ-ଡିସିଏସ୍‌ ସିଷ୍ଟମ ଡାଉନ୍‌ ଯୋଗୁ ସମସ୍ୟା ସୃଷ୍ଟି ହୋଇଥିବା ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି। ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ୩ ହଜାରରୁ ଅଧିକ ଯାତ୍ରୀ ଫଶି ରହିଥିବାବେଳେ ମୁମ୍ବାଇ ବନ୍ଦରରେ ୨ ହଜାରରୁ ଅଧିକ ଯାତ୍ରୀ ହଇରାଣ ହରକତ ହୋଇଥିବା କୁହାଯାଉଛି। ତେବେ ସର୍ଭର କାମ କରିବା ପରେ ଯାତ୍ରୀମାନେ ଗନ୍ତବ୍ୟ ପଥରେ ଯିବା ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ପ୍ରତିିନ ମଧ୍ୟାହ୍ନ ୧୨ଟା ସୁଦ୍ଧା ଦିଲ୍ଲୀରୁ ଏୟାର ଇଣ୍ଡିଆର ପ୍ରାୟ ୫୦ ବିମାନ ଉଡ଼ାଣ ଆରମ୍ଭ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

ବଢୁଥିବା ପେଟ୍ରୋଲ-ଡିଜେଲ ଦର ଉପରେ ନିର୍ମଳା ସୀତାରାମନ୍‌ଙ୍କ ବଡ଼ ବୟାନ, କହିଲେ ଆଗକୁ…

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି ଯେ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରିବା ଦ୍ୱାରା ପ୍ରାୟ ୧…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri