୫ ଚୋରା ମଦ ବେପାରି ଗିରଫ

ପାଟଣା,୨୧।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ତୁରୁମୁଙ୍ଗା ଥାନାର ଖିରେଇଟାଙ୍ଗିରି ଓ ଦାଶରଥୀପୁର ଗ୍ରାମରେ ଚଢ଼ାଉ କରି ୧୩୦ ଲିଟର ମହୁଲି ମଦ ଜବତ କରିବା ସହ ବିପୁଳ ପରିମାଣର ପୋଚ ନଷ୍ଟ କରାଯାଇଛି। ଏଥିସହ ଏହି ବେଆଇନ ମଦ ବେପାର ସମ୍ପୃକ୍ତି ଅଭିଯୋଗରେ ୫ ଜଣ ବ୍ୟକ୍ତିଙ୍କୁ ଅବକାରୀ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତି ହେଉଛନ୍ତି ଖିରେଇଟାଙ୍ଗିରି ଗ୍ରାମର ଶକୁନ୍ତଳା ମୁଣ୍ଡା , ଦାଶରଥିପୁର ଗ୍ରାମର ରିତା ହେମ୍ରମ, ବାବୁରାମ ମାଝୀ,କାଜଲ ମାଝୀ ଓ ଟୁନୁ ମୁଣ୍ଡା। ଏହି ଚଢ଼ାଉରେ ଘଟଗାଁ ଅବକାରୀ ଅଧିକାରୀ ଜଗନ୍ନାଥ ମିଶ୍ର, ପାଟଣା ଅବକାରୀ ଅବକାରୀ ଅଧିକାରୀ ଦିଲ୍ଲୀପ କୁମାର ତଣ୍ଡି ,ଏଏସଆଇ ପୁଷ୍ପଲତା ଗୋସ୍ବାମୀ ଓ ଜନାର୍ଦ୍ଦନ ପଲେଇ ପ୍ରମୁଖ ସାମିଲଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri