୫ ଜିନିଷ ଯୋଗୁ ମସ୍ତିଷ୍କ ହୁଏ ବିକଶିତ

ଶରୀର ସହ ମସ୍ତିଷ୍କ ମଧ୍ୟ ସୁସ୍ଥ ରହିବା ନିହାତି ଜରୁରୀ। ତେବେ ଏହାର ବିକାଶ ଲାଗି ୫ ଜିନିଷ ସବୁଠୁ ଦରକାରୀ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ବ୍ରୋକଲି: ସବୁ ପରିବା ମଧ୍ୟରୁ ବ୍ରୋକଲିରେ ଅଧିକ ପୋଷକତତ୍ତ୍ୱ ଥାଏ। ଏହା ସ୍ବାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ ହୋଇଥାଏ। ଏଥିରେ ପୂର୍ଣ୍ଣମାତ୍ରାରେ ମିନେରାଲ, ଆଣ୍ଟି ଅକ୍ସିଡାଣ୍ଟ, କ୍ୟାଲୋରି, ଫାଇବର ରହିଥାଏ। ଏହା ସହ ଶତପ୍ରତିଶତ ଭିଟାମିନ୍‌ ‘ଇ’ ମିଳିଥାଏ। ଏହା ମସ୍ତିଷ୍କର ବିକାଶରେ ସହାୟକ ହୋଇଥାଏ।

ପାଳଙ୍ଗ: ଏଥିରେ ଆଇରନ୍‌ ଓ ଭିଟାମିନ୍‌ ‘ଇ’ ମିଳିଥାଏ। ଏହା ମସ୍ତିଷ୍କକୁ ସମୃଦ୍ଧ କରିବା ସହ ଏଥିରେ ଥିବା ପୋଷକତତ୍ତ୍ୱ ସୁଚାର ରୂପେ ଚଳାଇଥାଏ।

ଶୁଖିଲା ଫଳ: ବାଦାମ, ଅଖରୋଟ୍‌ ଓ କାଜୁରେ ମଧ୍ୟ ଭିଟାମିନ୍‌ ‘ଇ’ ପ୍ରଚୁର ମାତ୍ରାରେ ରହିଥାଏ। । ଏଥିରୁୁ ପ୍ରତିଦିନ ମୁଠାଏ ଖାଇବା ଫଳରେ ମସ୍ତିଷ୍କ ବିକଶିତ ହୋଇଥାଏ।

ଅଭୋକଡା: ଏଥିରେ ଥିବା ଭରପୂର ଆଣ୍ଟି ଅକ୍ସିଡାଣ୍ଟ ତ୍ୱଚା, କେଶ ଓ ମସ୍ତିଷ୍କର ବିକାଶ କରିଥାଏ।

ଅଲିଭ୍‌ ତେଲ: ଖାଦ୍ୟ ପ୍ରସ୍ତୁତିରେ ଏହାର ବହୁଳ ବ୍ୟବହାର କରାଯାଇଥାଏ। ଏଥିରେ ଭିଟାମିନ୍‌ ‘ଇ’ ପ୍ରଚୁର ପରିମାଣରେ ରହିଥାଏ। ଏହା ଯେ କେବଳ ମସ୍ତିଷ୍କ ପାଇଁ ଲାଭଦାୟକ ତାହା ନୁହେଁ, ଏହା ହୃଦ୍‌ଘାତ ସମସ୍ୟାରୁ ମୁକ୍ତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri