୫-ଟି’କୁ ନୀତି ଆୟୋଗର ପ୍ରଶଂସା

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନକୁ ଅଧିକ ସରଳ ଏବଂ ଲୋକାଭିମୁଖୀ କରିବା ପାଇଁ ପ୍ରଚେଷ୍ଟା ଜାରି ରଖିଛନ୍ତି। ଗତ ଅକ୍ଟୋବର ୨ରୁ ‘ମୋ ସରକାର’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି। ସ୍ବାସ୍ଥ୍ୟସେବା ଏବଂ ଆଇନଶୃଙ୍ଖଳାକୁ ଏଥିରେ ପ୍ରାଥମିକ ଭାବେ ସାମିଲ କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରଦତ୍ତ ୫-ଟି ମନ୍ତ୍ରକୁ ପ୍ରଶାସନିକ କାର୍ଯ୍ୟରେ ବ୍ୟବହାର କରାଯାଉଛି। ଏହା ଦ୍ୱାରା ଧାର୍ଯ୍ୟ ସମୟରେ କାର୍ଯ୍ୟ ହେବା ସହ ପ୍ରଶାସନର ସରଳୀକରଣ ହେଉଛି। ଏହି ବ୍ୟବସ୍ଥାକୁ ବିଭିନ୍ନ ଫୋରମ୍‌ରେ ପ୍ରଶଂସା କରାଯାଇଛି। ସେହିକ୍ରମରେ ଓଡ଼ିଶା ସରକାରଙ୍କ ୫-ଟି କାର୍ଯ୍ୟକ୍ରମକୁ ନେଇ ନୀତି ଆୟୋଗ ପକ୍ଷରୁ ଟୁଇଟ୍‌ କରାଯାଇଛି। ଓଡ଼ିଶା ସରକାର ଶିକ୍ଷା ବ୍ୟବସ୍ଥାରେ ଧାର୍ଯ୍ୟଲକ୍ଷ୍ୟ ହାସଲ କରିବା ପାଇଁ ସାମଗ୍ରିକ ପରିବର୍ତ୍ତନ(ଟ୍ରାନ୍ସଫରମେଶନ୍‌), ବୈଷୟିକ ବିଦ୍ୟା(ଟେକ୍ନୋଲୋଜି), ଦଳଗତ କାର୍ଯ୍ୟ(ଟିମ୍‌ ୱାର୍କ), ସ୍ବଚ୍ଛତା(ଟ୍ରାନ୍ସପରେନ୍ସିଂ) ଏବଂ ସମୟ(ଟାଇମ୍‌) କାର୍ଯ୍ୟସୂଚୀ କାର୍ଯ୍ୟକାରୀ କରୁଥିବା ଏଥିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?