୫ ଦଫାରେ ଦାବିପତ୍ର ଦେଲେ ଆଶାକର୍ମୀ

କେନ୍ଦୁଝର, ୧୫ା୫(ଡି.ଏନ୍‌.ଏ.)-ଓଡିଶା ଆଶାକର୍ମୀ ଆସୋସିଏସନ୍‌ (ସିଟୁ) ତରଫରୁ ଗୁରୁବାର କେନ୍ଦୁଝରଠାରେ ୫ଦଫା ଦାବି ସମ୍ବଳିତ ଏକ ଦାବିପତ୍ରକୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ମାଧ୍ୟମରେ ମିଶନଶକ୍ତି ନିର୍ଦ୍ଦେଶିକାଙ୍କୁ ପ୍ରଦାନ କରାଯାଇଛି। ଦାବିଗୁଡିକ ମଧ୍ୟରେ କାର୍ଯ୍ୟରତ ଆଶାକର୍ମୀମାନଙ୍କୁ କୋଭିଡ୍‌-୧୯ରେ ସ୍ବତନ୍ତ୍ର ଦୈନିକ ୬ଶହ ଟଙ୍କା ଲେଖାଁଏ ସହାୟତା ପ୍ରଦାନ କରିବା, ପ୍ରତିମାସରେ ସ୍ବତନ୍ତ୍ର ସହାୟତା ୭୫୦୦ ଟଙ୍କା ଲେଖାଏ ପ୍ରଦାନ, କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ କୋଭିଡ-୧୯ରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କଲେ ଆଶାକର୍ମୀଙ୍କୁ ୫୦ଲକ୍ଷର ବୀମା ପରିସରଭୁକ୍ତ କରିବା, ସାନିଟାଇଜର, ମାସ୍କ, ଟୋପି, ଗାଉନ୍‌, ପରୀକ୍ଷା ଉପକରଣ ଏବଂ ଗ୍ଲୋବସ୍‌ ଇତ୍ୟାଦି ପ୍ରଦାନ କରିବା ଆଦି ଅନ୍ତର୍ଭୁକ୍ତ। ଉପରୋକ୍ତ ଦାବିଗୁଡିକୁ ପୂରଣ କରିବା ପାଇଁ ଶାନ୍ତିଲତା ମହାନ୍ତ, ପୁଷ୍ପାଞ୍ଜଳୀ ମହାରଣା,ବୈଦେହୀ ମହାନ୍ତ, ନନ୍ଦିନୀ ପାଇକ ପ୍ରମୁଖ ଆଶାକର୍ମୀମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri