୫ ଦଫା ଦାବି: ସିଏମ୍‌ସି ସମ୍ମୁଖରେ ବସ୍ତି ବାସିନ୍ଦା ମିଳିତ ମଞ୍ଚର ବିକ୍ଷୋଭ

କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍‌ସି) ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କୁ ଏକ ଦାବିପତ୍ର ଦିଆଯାଇଛି। ବିନା ଥଇଥାନରେ ବସ୍ତି ଉଚ୍ଛେଦ ବନ୍ଦ କରିବା, ଗରିବ ବାସହରା ପରିବାର ଓ ବସ୍ତିବାସିନ୍ଦାଙ୍କୁ ବାସଗୃହ ଯୋଗାଇବା, ବିସ୍ଥାପିତଙ୍କୁ ତୁରନ୍ତ ଥଇଥାନ କରିବା, ସାଧାରଣ କର୍ମଜୀବୀଙ୍କ ଦ୍ୱାରା ସରକାରୀ ଜାଗାରେ ଗଢି ଉଠିଥିବା ପୁରୁଣା ଜନବସତିିକୁ ଆଇନ ସମ୍ମତ କରି ପଟ୍ଟା ଦେବା ଆଦି ଦାବି କରାଯାଇଛି। ମିଳିତ ମଞ୍ଚ ଆବାହକ ଖଗେଶ୍ୱର ସେଠୀଙ୍କ ନେତୃତ୍ୱରେ ହୋଇଥିବା ଏହି ଆନ୍ଦୋଳନରେ ମହାନଗର ନାଗରିକ ମଞ୍ଚ ଆବାହକ ଚିତ୍ତରଞ୍ଜନ ମହାନ୍ତି, ସଂଗ୍ରାମୀ ଫୋରମ୍‌ ଆବାହକ ପ୍ରଶାନ୍ତ ଦାସ, ଏସ୍‌ୟୁସିଆଇ(ସି) ଜିଲା ସମ୍ପାଦକ ବିଶ୍ୱାବସୁ ଦାସ, ସମ୍ପୂର୍ଣ୍ଣକ୍ରାନ୍ତି ଅଭିଯାନର ସମ୍ପାଦକ ଯୁଗଳ କିଶୋର ନାୟକ, ଶ୍ରମିକ ନେତା ରାଜକିଶୋର ମଲ୍ଲିକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri