Posted inଖେଳ

୧ ରନ୍‌ ପାଇଁ ଦ୍ୱିଶତକରୁ ହୋଇଛନ୍ତି ବଞ୍ଚିତ ୫ କ୍ରିକେଟର

କ୍ରିକେଟରେ ଆଉଟ୍‌ ଏକ ଏଭଳି ଶବ୍ଦ, ଯାହା କୌଣସି ବ୍ୟାଟ୍ସମ୍ୟାନ୍‌ ଶୁଣିବାକୁ ଚାହିଁନଥାନ୍ତି । ଟେଷ୍ଟ ମ୍ୟାଚରେ ବ୍ୟାଟ୍ସମ୍ୟାନ୍‌ ୧ ରନ୍‌ କରି ଖାତା ଖୋଲିଲେ ଶତକ କିମ୍ବା ଦ୍ୱିଶତକ କରିବାର ଲକ୍ଷ୍ୟ ରଖିଥାନ୍ତି। କିନ୍ତୁ ଯଦି ୧୯୯ରେ ପହଞ୍ଚି ଦ୍ୱିଶତକ କରି ନ ପାରି ଆଉଟ୍‌ ହୋଇଯାନ୍ତି, ତେବେ ତାହାକୁ ଦୁର୍ଭାଗ୍ୟଜନକ  କୁହାଯାଇପାରେ। ଏମିତି ବିଶ୍ୱର କିଛି ଖେଳାଳି ଅଛନ୍ତି ଯେଉଁମାନେ ୧୯୯ ରନ୍‌ରେ ଆଉଟ୍‌ ହୋଇଛନ୍ତି।

କେ.ଏଲ ରାହୁଲ
ଭାରତୀୟ ଯୁବ କ୍ରିକେଟର କେ.ଏଲ ରାହୁଲ ମାତ୍ର ଗୋଟିଏ ରନ୍‌ ପାଇଁ ଟେଷ୍ଟ କ୍ରିକେଟର ପ୍ରଥମ ଦ୍ୱିଶତକ ହାସଲରୁ ବଞ୍ଚିତ ହୋଇଥିଲେ। ୧୯୯ ରନରେ ଆଉଟ ହେବାରେ ସେ ଭାରତର ଦ୍ୱିତୀୟ ଏବଂ ବିଶ୍ୱର ୯ମ କ୍ରିକେଟର ଅଟନ୍ତି।

ଷ୍ଟିଭ୍‌ ଓ୍ବ
ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ୍‌ ଓ୍ବ ୧୯୯୯ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଏକ ଟେଷ୍ଟ ମ୍ୟାଚରେ ୧୯୯ରନରେ ଆଉଟ୍‌ ହୋଇଥିଲେ।

ସନଥ ଜୟସୁରିୟା
ଶ୍ରୀଲଙ୍କାର ପୂର୍ବତନ ଓପନର ଭାରତ ବିପକ୍ଷ ଏକ ଟେଷ୍ଟ ମ୍ୟାଚରେ ୧୯୯ ରନରେ ଆଉଟ ହୋଇଥିଲେ।

କୁମାର ସାଙ୍ଗାକାରା
ଶ୍ରୀଲଙ୍କାର ଅନ୍ୟତମ ଖେଳାଳି କୁମାର ସାଙ୍ଗାକାରା ମଧ୍ୟ ପାକିସ୍ତାନ ବିପକ୍ଷରେ ୧୯୯ରନ କରିଥିବାବେଳେ ଆଉଟ୍‌ ହୋଇଥିଲେ।

ମହମ୍ମଦ ଆଜାରୁଦ୍ଦିନ
ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନ ଏହି କ୍ଲବରେ ସାମିଲ ଅଛନ୍ତି। ସେ ପ୍ରଥମ ଭାରତୀୟ କ୍ରିକେଟର ଭାବେ ଶ୍ରୀଲଙ୍କା ବିପକ୍ଷରେ ୧୯୯ ରନରେ ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?