୫ ଫୁଟିଆ ନାଗସାପ ଉଦ୍ଧାର

ବୁଗୁଡ଼ା,୧୬ା୯(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲାବଞ୍ଜର ଗ୍ରାମରେ ସୋମବାର ସନ୍ଧ୍ୟାରେ ଉକ୍ତ ଗ୍ରାମର ବାଳକୃଷ୍ଣ ଆଚାରୀଙ୍କ ଘରୁ ଏକ ୫ ଫୁଟିଆ ନାଗସାପ ଉଦ୍ଧାର କରାଯାଇଛି। ସାପଟି ଘରେ ଥିବା ଦେଖି ବାଳକୃଷ୍ଣ ବି.କରଡ଼ାବାଡ଼ିର ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ହରିଶ ପାଢ଼ୀଙ୍କୁ ଖବର ଦେଇଥିଲେ। ସେ ପହଞ୍ଚତ୍ ସାପଟିକୁ ଧରି ଜଙ୍ଗଲରେ ଛାଡ଼ି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri