୫ ଫୁଟ୍‌ର ନାଗ ଉଦ୍ଧାର

ଚୌଦ୍ୱାର,୧୦।୫(ଡି.ଏନ.ଏ.)-ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୧ନଂ ୱାର୍ଡ ଗୁପ୍ତେଶର ସାହି ସ୍ଥିତ ସନାତନ ଜେନାଙ୍କ ଘରୁ ରବିବାର ଏକ ୫ଫୁଟର ନାଗସାପ ଉଦ୍ଧାର କରାଯାଇଛି। ସାପଟି ସନାତନଙ୍କ ଅଗଣାରେ ବୁଲୁଥିଲା। ଏହାଦେଖି ସନାତନଙ୍କ ପରିବାର ଲୋକେ ସ୍ନେକ ହେଲ୍ପଲାଇନକୁ ସୂଚନା ଦେଇଥିଲେ। ହେଲ୍ପଲାଇନ ସଦସ୍ୟ ଶୁଭେନ୍ଦୁ ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରି ଡମଣି ସଂରକ୍ଷିତ ଜଙ୍ଗଲରେ ଛାଡି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri