Posted inଜାତୀୟ

୫ ମହଲା ହୋଟେଲରେ ଅଗ୍ନିକାଣ୍ଡ: ନିଆଁ ଘେରରେ କେତେକ ପରିବାର

ଲକ୍ଷ୍ନୌ, ୨୫।୫: ଉତ୍ତରପ୍ରଦେଶ କାନପୁରରେ ଏକ ୫ ମହଲା ହୋଟେଲ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କଲେକ୍ଟରଗଞ୍ଜ ଥାନା ଅଞ୍ଚଳରେ ଥିବା ଲକି ହୋଟେଲରେ କେତେକ ପରିବାର ନିଆଁ ଘେରରେ ରହିଥିବା କୁହାଯାଉଛି। ସେମାନେ ବୁଲିବା ପାଇଁ ଏଠାକୁ ଆସି ହୋଟେଲରେ ରହିଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। କିଭଳି ଅଗ୍ନିକାଣ୍ଡ ଘଟିଲା ଜଣାପଡ଼ି ନ ଥିଲେ ମଧ୍ୟ ଶର୍ଟ ସର୍କିଟ୍‌ ଯୋଗୁ ଏହା ହୋଇଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ହୋଟେଲର ଉପର ମହଲା ଅଗ୍ନିକାଣ୍ଡ ଯୋଗୁ ସମ୍ପୂର୍ଣ୍ଣ ଜଳିଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ଚମକାଇ ଦେଲା ୫୩ ବର୍ଷିୟ ନ୍ୟୁରୋସର୍ଜନଙ୍କ ଅସମୟ ମୃତ୍ୟୁ, ୩ ଦିନ ପୂର୍ବରୁ କରିଥିଲେ ECG, ନର୍ମାଲ ରିପୋର୍ଟ ପରେ ହାର୍ଟ ଆଟାକରେ ହେଲା…

ନାଗପୁର,୧।୧: ନାଗପୁରର ଜଣେ ପ୍ରସିଦ୍ଧ ନ୍ୟୁରୋସର୍ଜନ ଡକ୍ଟର ଚନ୍ଦ୍ରଶେଖର ପାଖମୋଡେ ଡିସେମ୍ବର ୩୧ ତାରିଖ ସକାଳେ ୫୩ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଏହି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ଜିରୋ ନାଇଟ୍ ପାର୍ଟିରେ ବିରିୟାନି ଖାଇବା ହେଲା କାଳ, ଜଣେ ମୃତ ୧୫ ଅସୁସ୍ଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ମଉଜ କରୁକରୁ ଚାଲିଗଲା ଜୀବନ । ଜାନୁଆରୀ ୧ ତାରିଖରେ ହାଇଦ୍ରାବାଦରେ ନୂତନ ବର୍ଷର ଉତ୍ସବ ଦୁଃଖଦ ହୋଇଗଲା । ବିରିୟାନି ପାର୍ଟି...

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri