୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା ଜଳେଶ୍ୱରରେ ଗୁରୁବାର ୫୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଶେଖବାଡ଼ ଅଞ୍ଚଳରେ ପୋଲିସ ଚଢ଼ାଉ କରି ବ୍ରାଉନ୍‌ସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ତେବେ ଜବତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ ୫ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି।