୫ ଶହ ବର୍ଷ ପରେ ୧୦୫ ଗାଁର ରାଜପୁତ ବାନ୍ଧିବେ ପଗଡ଼ି ପିନ୍ଧିବେ ଜୋତା

ଲକ୍ଷ୍ନୌ,୧୯।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ରାୟ ଦିଆଯାଇଛି। ଅଯୋଧ୍ୟା ନିକଟରେ ଥିବା ପୁରା ବଜାର ବ୍ଲକ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ୧୦୫ଟି ଗାଁର ସୂର୍ଯ୍ୟବଂଶୀ ରାଜପୁତ ଏବେ ପୁଣିଥରେ ମୁଣ୍ଡରେ ପଗଡ଼ି ବାନ୍ଧିବା ସହିତ ପାଦରେ ଚମଡ଼ା ଜୋତା ପିନ୍ଧିବେ। ସେମାନେ ରାମମନ୍ଦିର ନିର୍ମାଣ ସଂକଳ୍ପ କରି ଗତ ୫ ଶହ ବର୍ଷ ଧରି ପଗଡ଼ି ଏବଂ ଜୋତା ବ୍ୟବହାର କରୁ ନ ଥିଲେ। ଏହି ରାଜପୁତମାନେ ନିଜକୁ ରାମଙ୍କ ବଂଶଧର ବୋଲି କହିଥାନ୍ତି। ସୂଚନାଯୋଗ୍ୟ,୧୬ ଶତାବ୍ଦୀରେ ରାମମନ୍ଦିର ନିର୍ମାଣ ନେଇ ତତ୍‌କାଳୀନ ଶାସକ ଠାକୁର ଗଜରାଜ ସିଂ ମୋଗଲଙ୍କ ବିରୋଧରେ ଯୁଦ୍ଧ କରିଥିଲେ। ତେବେ ଏଥିରେ ପରାଜିତ ହେବାରୁ ସେ ପଗଡ଼ି ଓ ଜୋତା ନ ପିନ୍ଧିବାକୁ ମନସ୍ଥ କରିଥିଲେ ବୋଲି ରାଜପୁତମାନେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri