Posted inଖେଳ

୬ଟି ବଲରୁ ୬ଟି ଛକା ଦେଇଥିବା ବୋଲରଙ୍କ ପରଲୋକ

ଲଡ୍ସ, ୧।୮: ପ୍ରସିଦ୍ଧ କ୍ରିକେଟର ମ୍ୟାକଲୋମ ନ୍ୟାସଙ୍କ ୭୪ବର୍ଷ ବୟସରେ ପରଲୋକ ଘଟିଛି। ଲଡ୍ସର ଏକ ହୋଟେଲରେ ରାତ୍ରି ଭୋଜନ କରୁଥିବାବେଳେ ସେ ହଠାତ୍‌ ତଳେ ପଡିଯାଇଥିଲେ। ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ମୃତ୍ୟୁ ହୋଇଛି। ୫୧ ବର୍ଷ ପୂର୍ବେ ଅର୍ଥାତ୍‌ ୧୯୬୮ରେ ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଗ୍ୟାରି ସୋବର୍ସ ନ୍ୟାଶ୍‌ଙ୍କ ଗୋଟିଏ ଓଭରରେ ୬ଟି ଛକା ମାରିଥିଲେ। କାଉଣ୍ଟି କ୍ରିକେଟରେ ନର୍ଟିହାମ୍ପସାୟାର୍‌ ପକ୍ଷରୁ ଖେଳୁଥିବା ସୋବର୍ସ ଗ୍ଲାମୋରଗନ ସ୍ପିନର୍‌ ନ୍ୟାଶ୍‌ଙ୍କୁ ପ୍ରହାର କରିଥିଲେ। ସୋବର୍ସ ପ୍ରଥମ ଶ୍ରେଣୀ କ୍ରିକେଟରେ ଏଭଳି ଉପଲବ୍ଧgିହାସଲ କରିବାରେ ପ୍ରଥମ କ୍ରିକେଟର ଥିଲେ। ନ୍ୟାଶ୍‌(୧୯୬୬-୧୯୮୩) ୧୭ ବର୍ଷ ପ୍ରଥମ ଶ୍ରେଣୀ କ୍ରିକେଟ କ୍ୟାରିୟରରେ ୩୩୬ଟି ମ୍ୟାଚ୍‌ ଖେଳି ୨୫.୮୭ ହାରରେ ୯୯୩ଟି ଉଇକେଟ୍‌ ନେବା ସହ ୭୧୨୯ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?