୬ବର୍ଷରେ ପ୍ରଥମଥର ଏପ୍ରିଲରେ ଏୟାର ଟ୍ରାଫିକ ହ୍ରାସ

ନୂଆଦିଲ୍ଲୀ,୩୦-୫: ଏପ୍ରିଲରେ ଘରୋଇ ଏୟାର ଟ୍ରାଫିକ ହ୍ରାସ ପାଇଛି। ଗତ ୬ ବର୍ଷ ମଧ୍ୟରେ ଏହା ପ୍ରଥମଥର ଦେଖିବାକୁ ମିଳିଛି। ଜେଟ୍‌ ଏୟାରଓ୍ବେଜ୍‌ ବନ୍ଦ ହୋଇଯିବା ଏବଂ ଅନ୍ୟ କେତେକ କାରଣରୁ ଫ୍ଲାଇଟ୍‌ ବାତିଲ କରାଯିବାରୁ ଏପରି ଦେଖିବାକୁ ମିଳିଛି ବୋଲି ଇଣ୍ଟରନ୍ୟାଶନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏଶନ(ଆଇଏଟିଏ) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ଏହି ଅନ୍ତରାଷ୍ଟ୍ରୀୟ ସଂସ୍ଥା ପକ୍ଷରୁ କୁହାଯାଇଛି ଯେ,ବାସ୍ତବରେ ଭାରତରେ ଏୟାରଲାଇନ୍ସ ଟ୍ରାଫିକ ବାର୍ଷିକ ଆଧାରରେ ୦.୫% କମିଛି। ସୂଚନାଯୋଗ୍ୟ ଯେ, ବିଶ୍ୱର ୨୦୯ ଏୟାରଲାଇନ୍ସ ଆଇଏଟିଏର ସଦସ୍ୟ ଅଛନ୍ତି, ଯିଏ କି ବିଶ୍ୱର ଏୟାର ଟ୍ରାଫିକର ୮୨%ର ପ୍ରତିନିଧିତ୍ୱ କରୁଛନ୍ତି। ରିପୋର୍ଟରେ କୁହାଯାଇଛି ଯେ, ସ୍ଥାୟୀ ରୂପରେ ଦୁଇ ଅଙ୍କରେ ରେଭେନ୍ୟୁ ପାସେଞ୍ଜର କିଲୋମିଟର(ଆର୍‌ପିକେ) ଅଭିବୃଦ୍ଧି ହାସଲ କରିବା ପରେ ଭାରତର ଘରୋଇ ବଜାର ଜାନୁୟାରୀ ୨୦୧୪ ପରେ ପ୍ରଥମଥର ନକାରାମତ୍କ ଅଭିବୃଦ୍ଧି ହାସଲ କରିଛି। ଚଳିତ ବର୍ଷ ଏପ୍ରିଲରେ ଭାରତର ଆର୍‌ପିକେ ଗତବର୍ଷର ଏପ୍ରିଲ ତୁଳନାରେ ୦.୫% କମ ହୋଇଛି। ୨୦୧୮ ଡିସେମ୍ବରରେ ଭାରତର ଘରୋଇ ମାର୍କେଟ ବାର୍ଷିକ ଆଧାରରେ ୧୫% ବୃଦ୍ଧି ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri