୬ଷ୍ଠ ରାଉଣ୍ଡରେ ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୬ଷ୍ଠ ରାଉଣ୍ଡରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୧୨୮୨୧ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୬୭୭୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୫୩୪୯ ଭୋଟ ପାଇଛନ୍ତି।