Posted inଜାତୀୟ

୬୦ ବର୍ଷ ବୟସରେ ବିବାହ କଲେ କଂଗ୍ରେସ ନେତା ମୁକୁଲ

ନୂଆଦିଲ୍ଲୀ,୯।୩: ରାଜସ୍ଥାନର କଂଗ୍ରେସ ମହାସଚିବ ମୁକୁଲ ଓ୍ବାସନିକ ୬୦ ବର୍ଷ ବୟସରେ ବିବାହ କରି ଆସିଛନ୍ତି ଚର୍ଚ୍ଚାକୁ। ବିଶେଷ ସୂତ୍ରରୁ ମିଳିଥିବା ଏକ ସୂଚନା ଅନୁଯାୟୀ ଓ୍ବାସନିକ ଦିଲ୍ଲୀର ଏକ ପଞ୍ଚତାରକା ହୋଟେଲରେ ରବିନା ଖୁରାନାଙ୍କୁ ବିବାହ କରିଛନ୍ତି। ଉଭୟଙ୍କ ମଧ୍ୟରେ ଦୀର୍ଘଦିନ ହେବ ଭଲ ବନ୍ଧୁତା ଥିବା ବେଳେ ଶେଷରେ ଏମାନେ ବିବାହ କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଏ। ରବିନା ଏକ ଘରୋଇ ସଂସ୍ଥାରେ ଉଚ୍ଚ ପଦବୀରେ ଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଥିବା ଓ୍ବାସନିକଙ୍କୁ ସେ ଭଲପାଇ ବସିଥିଲେ। ରବିବାର ହୋଇଥିବା ଏହି ବିବାହରେ ହାତ ଗଣତି କେତେଜଣ ଲୋକ ଯୋଗ ଦେଇଥିବା କୁହାଯାଏ। ଏହି ଅବସରରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲ, ଅମ୍ବିକା ସୋନି, ବିକେ ହରିପ୍ରସାଦ ଓ ଆନନ୍ଦ ଶର୍ମା ପ୍ରମୁଖ ନବଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri