Posted inଫୁରସତ

୬୧ ବର୍ଷ ବୟସରେ ଯୁବ ମଡେଲଙ୍କୁ ପଛରେ ପକାଇଛନ୍ତି ଏହି ଭାରତୀୟ

ମଡେଲିଂ କରିବାର ଏକ ବୟସ ଥାଏ ବୋଲି କୁହାଯାଏ ବିଶେଷ କରି ଯୁବକ ଯୁବତୀମାନେ ଏହି କ୍ଷେତ୍ରରେ ଆଗକୁ ଆସୁଥିବା ବେଳେ ଏମିତି ମଡେଲଙ୍କୁ ପ୍ରାୟ ସମସ୍ତେ ପସନ୍ଦ କରିଥାଆନ୍ତି। ହେଲେ ଦିନେଶ ମୋହନ ଏହାର ଏକ ବ୍ୟତିକ୍ରମ। ଏହି ସିନିୟର ଫ୍ୟାଶନ ମଡେଲ ଏବେ ଏକ୍ଷେତ୍ରରେ ନିଜର ଏକ ପରିଚୟ ସୃଷ୍ଟି କରିସାରିଲେଣି। ଦିନେଶ ଏବେ ତାଙ୍କ ଫିଟନେସ୍‌ ଓ ଷ୍ଟାଇଲକୁ ନେଇ ଯୁବ ମଡେଲଙ୍କୁ ଟକ୍କର ଦେଉଛନ୍ତି। ସବୁଠାରୁ ବଡ କଥା ହେଲା ଦିନେଶ ତାଙ୍କ ମଡେଲିଂ କ୍ୟାରିୟର ୬୧ ବର୍ଷ ବୟସରେ ଆରମ୍ଭ କରିଛନ୍ତି। ଗୁଡଗାଓଁରେ ରହୁଥିବା ଦିନେଶଙ୍କ ପାଇଁ ଏହି ଯାତ୍ରା ଏତେ ସହଜ ନ ଥିଲା। ଜୀବନର ଉତ୍‌ଥାନ ପତନ ଦେଇ ଗତିକରିଥିବା ଦିନେଶ ୪୪ ବର୍ଷ ବୟସ ବେଳକୁ ବହୁତ ମୋଟା ଥିଲେ। ଏମିତିକି ଉଠିବା ବସିବାରେ କଷ୍ଟ ଅନୁଭବ କରୁଥିଲେ। ଖାଇବାରେ ସଉକ୍‌ ରଖୁଥିବା ଦିନେଶ ଏମିତି ମୋଟା ହୋଇଯାଇଥିଲେ ଯେ ତାଙ୍କ ଶରୀରର କିଛି ଅଂଶ କାମ କରିବା ବନ୍ଦ କରିଦେଇଥିଲା। ଏହାପରେ ସେ ଚାକିରୀ ଛାଡି ଭଉଣୀ ଘରକୁ ଚାଲିଯାଇଥିଲେ। ସେଠାରେ ସେ ବର୍ଷେ ପର୍ଯ୍ୟନ୍ତ ବିଛଣାରେ ପଡି ରହିବା ପରେ ଏଥିରୁ ମୁକ୍ତି ପାଇବାକୁ ଚିନ୍ତା କରିଥିଲେ। ଏହାପରେ ସେ ଜିମ୍‌ ଯିବା ଆରମ୍ଭ କରିଥିଲେ। ଏହାପରେ ନିୟମିତ ଏକ୍ସରସାଇଜ୍‌ କରି ଏବେ ନିଜକୁ ଫିଟ୍‌ ରଖିବା ସହ ଜଣେ ମଡେଲ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri