୬୨ ବର୍ଷୀୟ ଅନିଲଙ୍କ ୨୧ତମ ଜନ୍ମଦିନ ପାଳିଲେ ଝିଅ-ଜ୍ୱାଇଁ

ବମ୍ବେ: ବଲିଉଡ୍‌ର ଏଭରୟଙ୍ଗ୍‌ ଅଭିନେତା ଅନିଲ କପୁର ମଙ୍ଗଳବାର ୬୩ତମ ଜନ୍ମଦିନ ପାଳିଛନ୍ତି। ସ୍ତ୍ରୀ ସୁନିତାଙ୍କଠାରୁ ଆରମ୍ଭ କରି ଦୁଇ ଝିଅ, ଜ୍ୱାଇଁ ଏବଂ ପୁଅ ତାଙ୍କୁ ଜନ୍ମଦିନରେ ନିଆରା ଶୁଭେଚ୍ଛା ଜଣାଇଛନ୍ତି। ସୁଦୂର ଲଣ୍ଡନରେ ଏହି ଦିନଟିକୁ ପାଳନ କରାଯାଉଥିବା ସମୟର ଅନେକ ଫଟୋ ସୁନିତା ଏବଂ ସୋନମ୍‌ ଶେୟାର କରିଛନ୍ତି, ଯାହାକି ଏବେ ଭାଇରାଲ ହେବାରେ ଲାଗିଛି।

ଫଟୋକୁ ଶେୟାର କରିବା ବେଳେ ସୁନିତା ଲେଖିଛନ୍ତି, ହାପି ବାର୍ଥ ଡେ ହଜ୍‌ବ୍ୟାଣ୍ଡ। ଯେତେବେଳ ପର୍ଯ୍ୟନ୍ତ ତୁମକୁ କେତେ ଭଲପାଏ ନ କୁହେ, ମୋ ଦିନ କଟେ ନାହିଁ। ଏ ଫଟୋ ଶେୟାର କରିବା ସମୟରେ ଖୁସି ଲାଗୁଛି। ସେହିଭଳି ସୋନମ୍‌ ମଧ୍ୟ ‘ଲଭ୍‌ ୟୁ ଡାଡି’ ଲେଖି ଅନିଲଙ୍କ ଫଟୋ ପୋଷ୍ଟ କରିଛନ୍ତି। ଏସବୁ ମଧ୍ୟରେ ସୋଫା ଉପରେ ଥିବା ଏକ ଲେଖା ଦୃଷ୍ଟି ଆକର୍ଷଣ କରୁଛି। ଏଥିରେ ଅନିଲଙ୍କ ୨୧ତମ ଜନ୍ମଦିନ ବୋଲି ଲେଖାହୋଇଛି। ଏହାପରେ ଖାଇବାରେ ଥିବା ବିଭିନ୍ନ ବ୍ୟଞ୍ଜନର ନାମ ମଧ୍ୟ ଲେଖାଯାଇଛି।

ଅପରପକ୍ଷେ ଏହି ଖାସ ଦିନରେ ଅନିଲଙ୍କ ଆଗାମୀ ଫିଲ୍ମ ‘ମଲଙ୍ଗ’ର ଲୁକ୍‌ ସାମ୍ନାକୁ ଆସିଛି। ସେ ନିଜେ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ଲାଗି ଏହାକୁ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri