୬୩୦ ଲିଟର ଦେଶୀ ମଦ, ୯୭୦ ଲିଟର ମହୁଲ ପୋଚ ଜବତ : ୫ ଗିରଫ

ପାଟଣାଗଡ଼,୨୨।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ମଦ ଜବତ ସହ ୫ ଜଣଙ୍କୁ ଗିରଫ କରାଯାଇଛି। ଗୁରୁବାର ସକାଳେ ମାଜିଷ୍ଟ୍ରେଟ ଭାବେ ପାଟଣାଗଡ଼ ଅତିରିକ୍ତ ତହସିଲଦାର ଧୀରଜ କୁମାର ପାତ୍ରଙ୍କ ଉପସ୍ଥିତିରେ ପାଟଣାଗଡ଼ ଅବକାରୀ ବିଭାଗ, ମୋବାଇଲ ୟୁନିଟ୍‌, ସଦର ଥାନା ଏବଂ ତୁଷୁରା ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬୩୦ ଲିଟର ଦେଶୀ ରନ୍ଧା ମଦ ଏବଂ ୯୭୦ ଲିଟର ମହୁଲ ପୋଚ ଜବତ କରାଯାଇଥିବା ବେଳେ ଏଥିରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ଆଜି ବିଧାୟକ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଫାଇନାଲ: ବାଦିବାହାଲ-ନଅଗାଁ(ଖ) ମଧ୍ୟରେ ମୁକାବିଲା

ଲୋଇସିଂହା,୧୪।୨(ସୁଶାନ୍ତ ବାରିକ):ସ୍ବାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ଉଦ୍ୟମ କ୍ରମେ ଲୋଇସିଂହା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଧାୟକ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ଶୁକ୍ରବାର ବଲାଙ୍ଗୀର ଜିଲା ଲୋଇସିଂହା ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri