୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି

ନୂଆଦିଲ୍ଲୀ,୩୧-୭: ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷରେ ଭାରତକୁ ୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି, ଯାହା କି ଅଦ୍ୟାବଧି ସର୍ବାଧିକ। ଡିପାର୍ଟମେଣ୍ଟ ଫର୍‌ ପ୍ରମୋଶନ ଅଫ୍‌ ଇଷ୍ଟଷ୍ଟ୍ରିଜ ଆଣ୍ଡ ଇଣ୍ଟରନାଲ ଟ୍ରେଡ(ଡିପିଆଇଆଇଟି) ପକ୍ଷରୁ ପ୍ରକାଶିତ ୨୦୧୮-୧୯ ରିପୋର୍ଟରେ କୁହାଯାଇଛି ଯେ, ବିଗତ ୫ ବର୍ଷ ଭିତରେ ଭାରତକୁ ୨୮୬ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି। ବିଦେଶୀ କମ୍ପାନୀ ନିବେଶ ବୃଦ୍ଧି କରିବା ସହ ଦେଶରେ ଅତ୍ୟାଧୁନିକ ଟେକ୍ନୋଲୋଜି ଓ ବ୍ୟବସାୟିକ ବ୍ୟବସ୍ଥା ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri