Posted inଜାତୀୟ

୬ ଘଣ୍ଟା ମଧ୍ୟରେ ବାଂଲାଦେଶ ମୁହାଁ ହେବ ‘ବୁଲ୍‌ବୁଲ୍‌’: ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟରେ ଲ୍ୟାଣ୍ଡ୍‌ଫଲ୍‌ କରିବା ସମ୍ଭାବନା

ନୂଆଦିଲ୍ଲୀ,୯।୧୧: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଆସନ୍ତା ୬ ଘଣ୍ଟା ପରେ ପଶ୍ଚିମବଙ୍ଗ ପାର ହୋଇ ବାଂଲାଦେଶ ମୁହାଁ ହେବ। ଏହା ବାଂଲାଦେଶର ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟରେ ଲ୍ୟାଣ୍ଡ୍‌ଫଲ୍‌ କରିବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହା ଉତ୍ତର ଦିଗରେ ଗତି କରିବା ପରେ ଉତ୍ତର-ପୂର୍ବ ଦିଗକୁ ଗତି କରିବାର ଅନୁମାନ କରାଯାଉଛି। ଏହାର ପ୍ରଭାବରେ ପବନ ବହିବା ସହିତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri