୬ ଜିଲାରେ ସକାଳୁଆ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଖାତା ଦେଖା ୨୬ ତାରିଖରୁ ଆରମ୍ଭ ହୋଇଛି। ସକାଳ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖାତା ଦେଖା ପ୍ରକ୍ରିୟା ଚାଲୁଛି। ପ୍ରବଳ ଖରା ଯୋଗୁ ରାଜ୍ୟର ୬ ଜିଲାରେ ସକାଳୁଆ ଖାତା ଦେଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତିି। ବଲାଙ୍ଗୀର, ନୂଆପଡ଼ା, କେନ୍ଦୁଝର, କଳାହାଣ୍ଡି, ବରଗଡ଼ ଓ ସମ୍ବଲପୁର ଜିଲାରେ ସକାଳ ସାଢ଼େ ୭ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଖାତା ମୂଲ୍ୟାୟନ ହେବ। ଅପରାହ୍ନ ୧୨ଟା ପର୍ଯ୍ୟନ୍ତ ନମ୍ବର ଏଣ୍ଟ୍ରି କରିପାରିବେ। ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ୬ ଜିଲାର ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri