Posted inଜାତୀୟ

୬ ବର୍ଷରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ: ଅର୍ଥମନ୍ତ୍ରୀ

ଚେନ୍ନାଇ,୧୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଚେନ୍ନାଇରେ ଏକ ସଭାରେ ଯୋଗଦେଇ ସେ କହିଛନ୍ତି ଯେ, ଗତ ୬ ବର୍ଷ ମଧ୍ୟରେ ୩ ହଜାର ୯ଶହ ୨୪ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ମିଳିଛି। ସେମାନଙ୍କ ମଧ୍ୟରେ ୨ ହଜାର ୮ଶହ ୩୮ ପାକିସ୍ତାନୀ, ୯ ଶହ ୧୪ ଆଫଗାନିସ୍ତାନୀ ଏବଂ ୧୭୨ ବାଂଲାଦେଶୀ ଶରଣାର୍ଥୀ ରହିଛନ୍ତି। ସେମାନଙ୍କ ମଧ୍ୟରେ ମୁସଲମାନ୍‌ ଶରଣାର୍ଥୀ ମଧ୍ୟ ରହିଛନ୍ତି। ଗତ ୨୦୧୪ ସୁଦ୍ଧା ୫ ଶହ ୬୬ ପାକିସ୍ତାନୀ, ଆଫଗାନିସ୍ତାନୀ ଏବଂ ବାଂଲାଦେଶୀ ମୁସଲମାନ୍‌ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯାଇଛି। ସେହିପରି୨୦୧୬ରୁ ୨୦୧୮ ମଧ୍ୟରେ ୩ ଶହ ୯୧ ଆଫଗାନୀ ମୁସଲମାନଙ୍କୁ ଭାରତୀୟ ନାଗରିକତ୍ୱ ଦିଆଯାଇଛି। ୧୯୬୪ରୁ ୨୦୦୮ ମଧ୍ୟରେ ୪ ଲକ୍ଷରୁ ଶ୍ରୀଲଙ୍କାରୁ ଆସିଥିବା ତାମିଲ୍‌ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ମିଳିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri