୬ ମାସର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଲା ଟଙ୍କା

ନୂଆଦିଲ୍ଲୀ,୨୦-୮: ଡଲାର ତୁଳନାରେ ଟଙ୍କା ଦୁର୍ବଳ ହେବା ଧାରା ଲାଗି ରହିଛି। ସୋମବାର ଏହା ୨୯ ପଇସା ହ୍ରାସ ସହ ୬ ମାସର ସର୍ବନିମ୍ନ ସ୍ତର ୭୧.୪୩ ରେ ପହଞ୍ଚତ୍ଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବଢ଼ିବା ତଥା ବିଦେଶରେ ଅନ୍ୟ ମୁଦ୍ରା ତୁଳନାରେ ଡଲାର ଦୃଢ଼ ହେବା ଯୋଗୁ ଭାରତୀୟ ମୁଦ୍ରା ଟଙ୍କାକୁ ନେଇ ଧାରଣା ପ୍ରଭାବତ ହୋଇଛି। ବଜାର ସୂତ୍ର ଅନୁଯାୟୀ ଅର୍ଥନୀତିକୁ ଦ୍ରୁତତର କରିବା ଲାଗି ସରକାରଙ୍କ ହସ୍ତକ୍ଷେପକୁ ଅପେକ୍ଷା କରାଯାଇଛି। ଖୁବଶୀଘ୍ର ଉତ୍ସାହଜନକ ପ୍ୟାକେଜ ଘୋଷଣା କରାଯିବ ବୋଲି ଆଶାକରାଯାଉଛି। ସୋମବାର ଆନ୍ତଃବ୍ୟାଙ୍କ ବିଦେଶୀ ମୁଦ୍ରା ବିନିମୟ ବଜାରରେ ଆମେରିକା ମୁଦ୍ରା ଡଲାର ତୁଳନାରେ ଟଙ୍କାର ସ୍ଥିତି ଭଲ ନ ଥିଲା। ଏହା ଆରମ୍ଭରୁ ନିମ୍ନ ସ୍ତର ଆଡକୁ ଗତି କରିି ଚାଲିଥିଲା। ଦିନର କାରବାର ଶେଷରେ ଏହା ୨୯ ପଇସା ହ୍ରାସ ସହ ୭୧.୪୩ରେ ବନ୍ଦ ହୋଇଛି। ଫେବୃୟାରୀ ୭ ପରେ ଟଙ୍କା ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ସେହିଦିନ ଏହା ଡଲାର ବିନିମୟରେ ୭୧.୪୫ ସ୍ତରରେ ବନ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri