Posted inରାଜ୍ୟ

୭ରେ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା: ସହାୟତା ରାଶି ଫେରସ୍ତ ନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ

ଭୁବନେଶ୍ୱର,୧ା୯(ବ୍ୟୁରୋ)- ସେପ୍ଟେମ୍ବର ୭ରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ନାମ ଘୋଷଣା କରାଯିବ। ଏଥିପାଇଁ ଆବଶ୍ୟକ ବ୍ଲକ ଏବଂ ଜିଲାସ୍ତରୀୟ ତାଲିକା ପ୍ରସ୍ତୁତ ହୋଇସାରିଛି। ରାଜ୍ୟବ୍ୟାପୀ ତାଲିକା ଏବଂ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ବିଭାଗୀୟ ମନ୍ତ୍ରୀ ଅରୁଣ ସାହୁ ଏବଂ ପ୍ରମୁଖ ସଚିବ ସୌରଭ ଗର୍ଗ ଗଣମାଧ୍ୟମକୁ ଅବଗତ କରାଇବେ ବୋଲି ଜଣାପଡିଛି। ସେହିପରି ଅଯୋଗ୍ୟ ହିତାଧିକାରୀଙ୍କଠାରୁ କିପରି ଶତପ୍ରତିଶତ ସହାୟତା ରାଶି ଫେରସ୍ତ କରାଯିବ, ସେ ନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri