Posted inଜାତୀୟ

୭ରେ ଚନ୍ଦ୍ରକୁ ଛୁଇଁବ ଚନ୍ଦ୍ରୟାନ-୨: ୧୧ ବର୍ଷ ତଳର କାମ ସମ୍ପୂର୍ଣ୍ଣ କରିବ

ନୂଆଦିଲ୍ଲୀ,୬-୯(ପି.ଟି.): ୨୦୦୮-୦୯ରେ ଚନ୍ଦ୍ରକୁ ପଠାଯାଇଥିବା ଚନ୍ଦ୍ରୟାନ-୧ର ଅଧୁରା କାର୍ଯ୍ୟକୁ ୧୧ ବର୍ଷ ପରେ ପୂରା କରିବା ଲାଗି ଚନ୍ଦ୍ରୟାନ-୨ର ଅଭିଯାନ ଜାରି ରହିଛି। ଚନ୍ଦ୍ରରେ ଲୋକଙ୍କ ଉପସ୍ଥିତି ଲାଗି ଚନ୍ଦ୍ରୟାନ-୨ ବିଶେଷ ସହାୟତା କରିବ ବୋଲି ମହାକାଶଚାରୀମାନେ ପ୍ରକାଶ କରିଛନ୍ତି। ଇସ୍ରୋ ପକ୍ଷରୁ ପଠାଯାଇଥିବା ଏହି ଚନ୍ଦ୍ରଯାନ ଶନିବାର ଅପରାହ୍ନ ୧.୩୦ରୁ ୨.୩୦ ମଧ୍ୟରେ ଚନ୍ଦ୍ରରେ ପହଞ୍ଚିବ। କେବଳ ବିଜ୍ଞାନ ଓ କାରିଗରି କ୍ଷେତ୍ରରେ ନୁହେଁ ବରଂ ଚନ୍ଦ୍ରରେ ପାଣିପାଗ, ଅମ୍ଳଯାନ ସ୍ଥିତି ଓ ମଣିଷ ରହିବାକୁ ଆବଶ୍ୟକ ପରିବେଶ ସମ୍ପର୍କରେ ଅନୁଧ୍ୟାନ କରାଯିବ। ନାସାର ମହାକାଶଚାରୀ ଜେରୀ ଲିନେଙ୍ଗର ଏନେଇ ମତଦେବା ସହ ଚନ୍ଦ୍ରୟାନ-୨ର ସଫଳତା କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri