୭୨ଘଣ୍ଟାରେ ୨୬୨୬ଜଣ ପଞ୍ଜୀକୃତ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ସରକାରଙ୍କ ପକ୍ଷରୁ ବିଦେଶାଗତଙ୍କ ରେଜିଷ୍ଟ୍ରେଶନ ପାଇଁ କରାଯାଇଥିବା ପୋର୍ଟାଲରେ ଗୁରୁବାର ଅପରାହ୍ନ ୨ଟା ସୁଦ୍ଧା ୨୬୨୬ଜଣ ପଞ୍ଜୀକୃତ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଥିବା ୧୦୪ ନଂକୁ ୧୨ହଜାରରୁ ଅଧିକ କଲ୍‌ ଆସିଛି ବୋଲି ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।
ବାଗ୍‌ଚୀ ଅଧିକ ସୂଚନା ଦେଇ କହିଛନ୍ତି, ରାଜ୍ୟର ୬୭୯୮ ପଞ୍ଚାୟତରେ ମେମ୍ବରମାନଙ୍କ ମିଟିଂ ହୋଇଛି। ସେଠାରେ ୨ଲକ୍ଷ ୩୭ହଜାର ମେମ୍ବରଙ୍କୁ ସେନ୍ସଡାଇଜ୍‌ କରାଯାଇଛି। ଏଥିସହ ଶୀଘ୍ର ସ୍ବାସ୍ଥ୍ୟ ସୁବିଧା ଯୋଗାଇଦେବା ଲାଗି ୭୧୭୬ ମେଡିକାଲ କ୍ୟାମ୍ପ ପ୍ରସ୍ତୁତ ହେଉଛି। ସାମାଜିକ ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଗତ ୪୮ ଲକ୍ଷ ୩୮ ହଜାର ୫୪୮ଜଣ ହିତାଧିକାରୀଙ୍କୁ ୪ ମାସର ପେନସନ୍‌/ଭତ୍ତା ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri