୭,୨୫୮ ପିଲାଙ୍କୁ ମିଳିବ କାଳିଆ ଛାତ୍ର ବୃତ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘କାଳିଆ ଛାତ୍ରବୃତ୍ତି’ ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ରାଜ୍ୟରେ ମୋଟ ୭,୨୫୮ ପିଲାଙ୍କୁ ଏହି ବୃତ୍ତି ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।

ଗୁରୁବାର କାଳିଆ ଛାତ୍ରବୃତ୍ତି ସମ୍ପର୍କିତ ଏକ ବୈଠକ ପରେ ମନ୍ତ୍ରୀ ସାହୁ ସୂଚନା ଦେଇ କହିଛନ୍ତି, କାଳିଆ ଛାତ୍ରବୃତ୍ତି ଲାଗି ମୋଟ ୧୯,୨୪୭ ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୭,୨୫୮ ଆବେଦନକାରୀଙ୍କୁ ଅନୁମୋଦନ କରାଯାଇଛି। ନୋଡାଲ ଅଫିସରଙ୍କ ଜରିଆରେ ୬୬୧ ଅନୁମୋଦନକୁ ମଞ୍ଜୁରୀ ମିଳିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri