Posted inଜାତୀୟ

୭୩ ଚିକିତ୍ସାଧୀନ କରୋନା ସଂକ୍ରମିତ: ୧୦ ସୁସ୍ଥ, ୨ ମୃତ

ନୂଆଦିଲ୍ଲୀ,୧୪।୩: ଭାରତରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୮୫ ଜଣଙ୍କ ନମୁନାରେ ପଜେଟିଭ୍‌ ରିପୋର୍ଟ ମିଳିଛି। ୭୩ ଜଣ ଚିକିତ୍ସାଧୀନ ଥିବାବେଳେ ୧୦ଜଣ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ୨ ଜଣଙ୍କ ମୃତ୍ୟୁ ଘଟିଛି। କରୋନା ସଂକ୍ରମିତଙ୍କ ମୃତ୍ୟୁ ଖବର ପ୍ରସାରିତ ହେବା ପରେ ଲୋକଙ୍କ ମଧ୍ୟରେ କେରୋନା ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ତେବେ ଅଯଥା ଭୟ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କ ଉଦ୍ଦେଶ୍ୟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri