୭୫ହଜାର ଅସହାୟଙ୍କୁ ଖାଦ୍ୟ ଦେଲେ ପ୍ରଣୀତା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ସବୁଆଡେ ବନ୍ଦ ଥିବାରୁ ଗରିବ, ଅସହାୟମାନଙ୍କ ପାଖରେ କାମ ଧନ୍ଦା ନ ଥିବାରୁ ସେମାନେ ଖାଇବା ପାଇଁ ଏବେ ବହୁତ ହଇରାଣ ହେଉଛନ୍ତି। ସେମାନଙ୍କୁ ସାହାଯ୍ୟ କରିବା ପାଇଁ ବଲିଉଡ୍‌ଠାରୁ ଆରମ୍ଭ କରି ଟଲିଉଡ୍‌ ପର୍ଯ୍ୟନ୍ତ ସମସ୍ତ ତାରକାମାନେ ଆଗେଇ ଆସିଛନ୍ତି। ସାଉଥ୍‌ର ଜଣେ ଜଣାଶୁଣା ଅଭିନେତ୍ରୀ ହେଉଛନ୍ତି ପ୍ରଣୀତା ସୁଭାଷ। ପ୍ରଣୀତା ଗତ ୨୧ଦିନ ହେଲା ଗରିବ ଅସହାୟଙ୍କୁ ଖାଦ୍ୟ ଯୋଗାଇ ଆସୁଛନ୍ତି। ସେ ବର୍ତ୍ତମାନ ସୁଦ୍ଧା ୭୫ହଜାର ଅସହାୟଙ୍କୁ ଖାଦ୍ୟ ଖୁଆଇ ସାରିଛନ୍ତି। ସେ ନିଜେ ମାସ୍କ ପିନ୍ଧି ଖାଦ୍ୟ ପ୍ରସ୍ତୁତ କରି ବାଣ୍ଟୁଥିବା ଏକ ଭିଡିଓରେ ନଜର ଆସିଛନ୍ତି। ସେ ଏହାକୁ ତାଙ୍କ ଅଫିସିଆଲ ଆକାଉଣ୍ଟରେ ଶେୟାର ମଧ୍ୟ କରିଛନ୍ତି। ତେବେ ବହୁତ ଶୀଘ୍ର ସେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ହଙ୍ଗାମା-୨ ସିକ୍ୱେଲରେ ଏହି ଦକ୍ଷିଣୀ ଅଭିନେତ୍ରୀ ପ୍ରଣୀତାଙ୍କୁ ଦେଖିବାକୁ ମିଳିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri