୭୫ ବର୍ଷର ସଂଘର୍ଷମୟ ଜୀବନ: ଜାଭେଦ୍‌ ଅଖତରଙ୍କ ମୁହଁକୁ ସ୍କ୍ରିଫ୍ଟ ଫୋପାଡ଼ି ଦେଇଥିଲେ ଜଣେ ଫିଲ୍ମ ନିର୍ମାତା

ମୁମ୍ବାଇ: ବିଶିଷ୍ଟ ଗୀତିକାର ଜାଭେଦ୍‌ ଅଖତର୍‌ ଶୁକ୍ରବାର ୭୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୫ ଜାନୁୟାରୀ ୧୭ରେ ଗ୍ବାଲିୟରଠାରେ ଜନ୍ମଗ୍ରହଣ କରିଥିଲେ। ଜୀବନର ପ୍ରାଥମିକ ପର୍ଯ୍ୟାୟରେ ଜାଭେଦ୍‌ଙ୍କୁ ଅନେକ ସଂଘର୍ଷର ସମ୍ମୁଖୀନ ହେବାକୁ ପଡ଼ିଥିଲା। ପରେ ସେ ଇଣ୍ଡଷ୍ଟ୍ରୀରେ ସଫଳ ହୋଇଥିଲେ। ତାଙ୍କ ପୁଅ ଫରହାନ୍‌ ଅଖତରଙ୍କ ଫିଲ୍ମ ଭାଗ୍‌ ମିଲ୍‌ଖା ଭାଗ୍‌ ଦେଖି ସେ ଜୋର୍‌ରେ କାନ୍ଦି ଉଠିଥିଲେ। ୧୯୬୫ଠାରୁ ଜାଭେଦ୍‌ ଅଖତର ଆରମ୍ଭ କରିଥିଲେ ସଂଘର୍ଷ ଯାତ୍ରା। ଥରେ ଜଣେ ଫିଲ୍ମ ନିର୍ମାତାଙ୍କୁ ଜାଭେଦ୍‌ଙ୍କ ସ୍କ୍ରିଫ୍ଟ୍‌ ପସନ୍ଦ ଆସି ନ ଥିଲା। ସେ ବିରକ୍ତ ହୋଇ ଜାଭେଦ୍‌ଙ୍କ ମୁହଁକୁ ଏହି ସ୍କ୍ରିଫ୍ଟ ଫୋପାଡ଼ି ଦେଇଥିଲେ। ଏହା ଜାଭେଦ୍‌ଙ୍କୁ ଆଘାତ୍‌ ଦେଇଥିଲା। ୧୯୭୨ରେ ସେ ହନି ଇରାନୀଙ୍କୁ ବିବାହ କରିଥିଲେ। ଏହାପରେ ୧୯୮୪ରେ ଶାବନା ଆଜ୍‌ମୀଙ୍କୁ ବିବାହ କରିଥିଲେ। ୧୯୮୫ରେ ହନିଙ୍କ ସହିତ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ଶୀଘ୍ର...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri