Posted inଜାତୀୟ

୭୮ଟି ଲୋକ ସଭା ଆସନ ହାର୍‌ଜିତ୍‌ରେ ଗ୍ରହଣ କରିବ ନିର୍ଣ୍ଣାୟକ ଭୂମିକା

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ତେବେ ଫଳ ପ୍ରକାଶ ପୂର୍ବରୁ ହାର୍‌ଜିତ୍‌ ନେଇ ଅଙ୍କକଷା ଜୋର୍‌ ଧରିଛି। ଚଳିତ ନିର୍ବାଚନରେ ୭୮ଟି ଲୋକ ସଭା ଆସନ ଏନଡିଏ ଏବଂ ୟୁପିଏ ହାର୍‌ଜିତ୍‌ରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ବୋଲି କୁହାଯାଉଛି। ଏହି ଆସନରେ କଡ଼ା ମୁକାବିଲା ହେବାର ସମ୍ଭାବନା ରହିଛି। ଏଥିରୁ ଭାଜପାକୁ ୩୩ ଏବଂ ଏହାର ସହଯୋଗୀ ଦଳଙ୍କୁ ୪ ଟି ଆସନ ଯିବାର ଆଶା ରହିଛି। ସେହିପରି କଂଗ୍ରେସ ଖାତାକୁ ୧୩ ଏବଂ ଏହାର ସହଯୋଗୀ ୪ ଆସନ ହାତେଇବାର ଆଶା ରହିଛି। ସେହିପରି ଅନ୍ୟ ଆସନରେ ଆଞ୍ଚଳିକ ଦଳ ମୁଖ୍ୟ ଭୂମିକା ଗ୍ରହଣ କରିବାର ଆଶା ରହିଛି। ଏହି ଆସନଗୁଡିକରୁ ଅଧିକରେ ଭାଜପା ବିଜୟୀ ହେଲେ କେନ୍ଦ୍ରରେ ସରକାର ଗଠନ କରିବାରେ ପ୍ରତିବନ୍ଧକ ରହିବ ନାହିଁ। ତେବେ ଅପରପକ୍ଷରେ ଏଥରୁ କଂଗ୍ରେସ ଅଧିକରେ ବିଜୟୀ ହେଲେ ଶାସନ ଡୋର ୟୁପିଏ ହାତକ ଯିବାର ଆଶା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri